Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଣ୍ଡନରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା

by ସଞ୍ଜୟ ସ୍ୱାଇଁ
May 18, 2025
in State
ଲଣ୍ଡନରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା
46
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି ଇସ୍କନର ମନମାନି । ଆଜି ଲଣ୍ଡନରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀ ଯୋଗଦେବା ପାଇଁ ଅନଲାଇନ ମାଧ୍ୟମରେ ସୂଚନା ଦେଇଛି ଇସ୍କନ । ୟୁଟ୍ୟୁବର ଗୋବିନ୍ଦ କ୍ରୀଷ୍ଣ ଦାସ ସ୍ଵତନ୍ତ୍ର ଅତିଥି ଭାବେ ଯୋଗଦେବା ନେଇ ମଧ୍ୟ ସୂଚନା ରହିଛି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ, କୀର୍ତ୍ତନ, ଯୋଗ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବ । ତେବେ ଏହି ଘଟଣାକୁ ନେଇ ପୁରୀରେ ତୀବ୍ର ପତିକ୍ରିୟା ପ୍ରକାଶ ପାଇଛି । ଇସ୍କନ ଏପରି ବାରମ୍ବାର ନିୟମ ବାହାରେ କାର୍ଯ୍ୟକରୁଥିବାକୁ ସେବାୟତମାନେ କ୍ଷୋଭ ପ୍ରକାଶ କରିଛନ୍ତି । ଏପରିକି ବଲଭଦ୍ରଙ୍କ ବାଡ଼ଗ୍ରାହୀ ଏହାକୁ ତୀବ୍ର ବିରୋଧ କରିଥିବାବେଳେ ରଥଯାତ୍ରା ବନ୍ଦ କରିବା ନେଇ ସରକାର ପଦକ୍ଷେପ ନେବାକୁ ମତ ରଖିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!