Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲିଫ୍ଟରେ ଚାପି ହୋଇ ରୋଗୀ ମୃତ ଘଟଣା, ସହାୟତା ସହ ଜଣଙ୍କୁ ସରକାରୀ ଚାକିରି ପ୍ରଦାନ

by ସଞ୍ଜୟ ସ୍ୱାଇଁ
May 18, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
80
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା । ମୃତକଙ୍କ ସଂପର୍କୀୟଙ୍କୁ ଆର୍ଥିକ ସହାୟତା ସହ ପରିବାରର ଜଣଙ୍କୁ ଚାକିରି ପ୍ରଦାନ କରାଯାଇଛି । ସିଡିଏମ୍ଓଙ୍କ ଉପସ୍ଥିତିରେ ପ୍ରଦାନ କଲେ ସେଫାର୍ଡର ମୁଖ୍ୟ ଜଗନ୍ନାଥ ମହାନ୍ତି । ଖବର ଅନୁଯାୟୀ, ଅପ୍ରେଲ୍ ୨୪ ତାରିଖରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଘଟିଥିଲା ଅଘଟଣ । ଜଣେ ରୋଗୀ ଷ୍ଟ୍ରେଚରରେ ରହିଥିବା ବେଳେ ହଠାତ୍ ଲିଫ୍ଟ ଚାଲିଥିଲା । ଯାହାଫଳରେ ମହିଳା ଜଣଙ୍କ ଚାପି ହୋଇ ମୃତ୍ୟୁ ହୋଇଯାଇଥିଲା । ଏହି ଘଟଣା ପରେ ଚାରିଆଡ଼ୁ ଉଠିଥିଲା ବିବାଦ । ଘଟଣାକୁ ୧୫ରୁ ଅଧିକ ଦିନ ବିତିଯାଇଥିଲା ସୁଦ୍ଧା ପରିବାରକୁ ମିଳିନଥିଲା କ୍ଷତିପୂରଣ । ଶେଷରେ ପରିବାରକୁ ମିଳିଛି କ୍ଷତିପୂରଣ । ମୃତକଙ୍କ ସଂପର୍କୀଯୟଙ୍କ ଉପସ୍ଥିତରେ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ପରିବାରର ଜଣଙ୍କୁ ସରକାରୀ ଚାକିରି ପ୍ରଦାନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!