Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଲବାହୀ ଟ୍ରେନ୍ ର ୪ଟି ବଗି ଲାଇନ୍ଚ୍ୟୁତ

by ସଞ୍ଜୟ ସ୍ୱାଇଁ
May 18, 2025
in State
ମାଲବାହୀ ଟ୍ରେନ୍ ର ୪ଟି ବଗି ଲାଇନ୍ଚ୍ୟୁତ
19
VIEWS
Share on FacebookShare on Twitter

ବଣାଇ, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ରେ ମାଲବାହୀ ଟ୍ରେନ୍ ର ୪ ବଗି ଲାଇନଚ୍ୟୁତ। ସୁନ୍ଦରଗଡ଼ ଜିଲ୍ଲା ବିମଳାଗଡ ରେଲୱେ ଷ୍ଟେସନ ଡ୍ୟାମ୍ ବସ୍ତି ନିକଟରେ ମାଲବାହୀ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଛି। ଖବର ଅନୁଯାୟୀ, ରକ୍ସି ରେଲୱେ ସାଇଡିଙ୍ଗରୁ ଲୁହା ପଥର ବୋଝେଇ କରି ବିମଳାଗଡ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଛି । ଏଥିରେ କାହାର କୌଣସି କ୍ଷତି ହୋଇନାହିଁ। ତେବେ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ରେଲୱେ କର୍ମଚାରୀ ପହଁଚି ବଗି ଗୁଡ଼ିକୁ ଟ୍ରାକକୁ ଆଣିବାକୁ ଚେଷ୍ଟା କରୁଛନ୍ତି । ଏହି ଲାଇନରେ ସମସ୍ତ ରେଳ ଚଳାଚଳ ବନ୍ଦ ରହିଛି । କେଉଁ କାରଣରୁ ଚାରୋଟି ବଗି ଲାଇନ୍ ଚ୍ୟୁତ୍ ହେଲା ରେଲୱେ ବିଭାଗ ତାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଚକ୍ରଧରପୁର ରେଳ ମଣ୍ଡଳ ଡିଆରଏମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!