Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ, ୧ଘଣ୍ଟା ଦର୍ଶନ ବନ୍ଦ

by ସଞ୍ଜୟ ସ୍ୱାଇଁ
May 18, 2025
in State
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ, ୧ଘଣ୍ଟା ଦର୍ଶନ ବନ୍ଦ
26
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି ପରେ ବଡ଼ ମହାସ୍ନାନ ନୀତି ସମ୍ପନ୍ନ ହେବ। ଏହା ପରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!