Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୂଅରେ ପଡି ଭାଲୁ ମୃତ

by ସଞ୍ଜୟ ସ୍ୱାଇଁ
May 18, 2025
in State
କୂଅରେ ପଡି ଭାଲୁ ମୃତ
30
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କୂଅରେ ପଡ଼ି ଜୀବନ ହାରିଲା ଗାଁ ମୁହାଁ ହୋଇଥିବା ଭାଲୁ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଞ୍ଜ ଅନ୍ତର୍ଗତ ପଥର୍ଲା ଗ୍ରାମରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, କେସିଙ୍ଗା ରେଞ୍ଜ ଅନ୍ତର୍ଗତ ପଥର୍ଲା ଗ୍ରାମର ବିରାଜ ପଟେଲଙ୍କ ପନିପରିବା ଚାଷ ପାଇଁ ଉଦ୍ଦିଷ୍ଟ ଥିବା କୂଅରେ ପଡ଼ି ଏକ ଭାଲୁର ମୃତ୍ୟୁ ହୋଇଛି । ବିରାଜ ଭୋର ସମୟରେ ବାଡ଼ିକୁ ଯାଇଥିବା ବେଳେ ଭାଲୁଟି କୂଅରେ ପଡ଼ିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ସେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଭାଲୁଟିକୁ କୂଅରୁ ଉଦ୍ଧାର କରିଛି । କୂଅରୁ ଉଦ୍ଧାର କରି କେସିଙ୍ଗା ପ୍ରାଣୀ ଚିକିତ୍ସାଳୟକୁ ଆଣିଥିବା ବେଳେ ସେଠାରେ ମୃତ ଭାଲୁଟିର ବ୍ୟବଚ୍ଛେଦ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଏହି ଅଞ୍ଚଳରେ ଭାଲୁ ବୁଲୁଥିବାର ସୂଚନା ପୂର୍ବରୁ ବନ ଅଧିକାରୀଙ୍କୁ ଦିଆଯାଇଥିଲା । ମାତ୍ର ବନ ଅଧିକାରୀଙ୍କ ଦାୟିତ୍ଵ ହୀନତା ଯୋଗୁଁ କୌଣସି ପଦକ୍ଷେପ ନିଆଗଲା ନାହିଁ । ଯାହାର ପରିଣାମ ସ୍ୱରୂପ ଆଜି ଭାଲୁଟିର ମୃତ୍ୟୁ ହୋଇଥିବା ଲୋକେ ଅଭିଯୋଗ କରୁଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!