Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 18, 2025
in Accident, State
ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ
21
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ହାଇୱା ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ବସିଙ୍ଗି ଗ୍ରାମର ଅନାଦି ସାହୁ (୬୫) ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥ ବସିଙ୍ଗି ନିକଟସ୍ଥ କଲୋନୀ ସାହି ପାଖରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବସିଙ୍ଗି ଗ୍ରାମର ଅନାଦି ସାହୁ ରବିବାର ବୋଡ଼ି ଭୋରରୁ କଲୋନୀ ସାହିରେ ରହୁଥିବା ତାଙ୍କ ଝିଅ ଘରକୁ ଯାଇଥିଲେ । ସେଠାରୁ ସେ ଫେରିବା ସମୟରେ ପ୍ରାୟ ସକାଳ ୬ ରୁ ୬ଟା ୩୦ ସମୟରେ ଟାଟା ପଟୁ ରାଇରଙ୍ଗପୁର ପଟକୁ ଯାଉଥିବା ଏକ ହାଇୱା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟ ଜନ ସାଧାରଣ କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣା ଖବର ପାଇ ବହଳଦା ଥାନା ପୋଲିସ, ଏସଡିପି ସମେତ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସଝା କରୁଥିବା ଜଣା ପଡ଼ିଛି । ତେବେ ଦୁର୍ଘଟଣା ପରେ ହାଇୱା ଚାଳକ ଫେରାର ହୋଇ ଯାଇଥିବା ଜଣାପଡ଼ିଛି । ପୋଲିସ ଘଟଣା ସ୍ଥଳରେ ଉପସ୍ଥିତ ରହି ତଦନ୍ତ ଚଳାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!