Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିପ୍ପର ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 18, 2025
in Crime, State
ଟିପ୍ପର ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ
10
VIEWS
Share on FacebookShare on Twitter

ଢେଙ୍କାନାଳ (ବାଘୁଆବାର୍ତ୍ତା): ଟିପ୍ପର ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ । ଢେଙ୍କାନାଳ ବଡ଼ନଗେନା ବାଲିଘାଟରୁ ମିଳିଲା ଡ୍ରାଇଭରଙ୍କ ମୃତଦେହ । ମୃତକ ସଦର ଥାନା ଖମାର ଗ୍ରାମର ରୁଦ୍ର ନାରାୟଣ ନାୟକ । ଖବର ଅନୁଯାୟୀ, ବଡ଼ନଗେନା ସ୍ଥିତ ବାଲିଘାଟରୁ ଜଣେ ଟିପ୍ପର ଡ୍ରାଇଭରଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ହେଲେ ପରିବାର ପକ୍ଷରୁ ଆସିଛି ହତ୍ୟା ଅଭିଯୋଗ । ଏହି ହତ୍ୟା ଅଭିଯୋଗରେ ଦୁଇ ଜେସିବି ଅପରେଟରଙ୍କୁ ଅଟକ ରଖିଛି ପୋଲିସ । ଏହାସହିତ ମୃତଦେହକୁ ଜବତ କରି ତଦନ୍ତ ଜାରି ରଖିଛି ସଦର ପୋଲିସ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!