Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନର୍ସଙ୍କ ଆତ୍ମହତ୍ୟା ଉଦ୍ୟମ, ଦୁଇ ନର୍ସଙ୍କୁ ବଦଳି

by ସଞ୍ଜୟ ସ୍ୱାଇଁ
May 18, 2025
in State
ନର୍ସଙ୍କ ଆତ୍ମହତ୍ୟା ଉଦ୍ୟମ, ଦୁଇ ନର୍ସଙ୍କୁ ବଦଳି
10
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଡ଼ାକ୍ତର ଓ ନର୍ସଙ୍କ ବ୍ଲାକମେଲ୍ ଅଭିଯୋଗରେ ଟ୍ରେନ୍ ସାମ୍ନାକୁ ନର୍ସ ଡେଇଁବା ଘଟଣାରେ ଆରମ୍ଭ ହେଲା ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଅଧିକ ଚିକିତ୍ସା ପାଇଁ ଗୁରୁତର ନର୍ସଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଜିଲ୍ଲାପାଳ ପୀଡ଼ିତାଙ୍କ ବୟାନ ରେକର୍ଡ କରିଛନ୍ତି । ଘଟଣା ପରେ ଦୁଇ ନର୍ସଙ୍କୁ ବଦଳି କରିଛନ୍ତି ସିଡିଏମଓ । ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ୍ତ ତଦନ୍ତ ପରେ ଜିଲ୍ଲାପାଳଙ୍କୁ ରିପୋର୍ଟ ଦେବେ ଓ ପରେ ଡାକ୍ତରଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ସୂଚନା ଦେଇଛନ୍ତି ସିଡିଏମଓ ଡକ୍ଟର ସୁଧାଂଶୁ ଶେଖର ବଳ । ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଜଣେ ଷ୍ଟାଫ୍ ନର୍ସ ଟ୍ରେନ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପରେ ସେ ଜଣେ ଡାକ୍ତର ଓ ଦୁଇ ଜଣ ଷ୍ଟାଫ ତାଙ୍କୁ ବ୍ଲାକ ମେଲ କରୁଥିବା ନେଇ ଅଭିଯୋଗ ଆଣିଥିଲେ । ତେବେ ଡାକ୍ତର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!