Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 18, 2025
in State
ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
15
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ମାଷ୍ଟରପଡା ତୋଟାସାହିରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ସୁଶାନ୍ତ କୁମାର ପଣ୍ଡାଙ୍କ ପୁଅ ସିଦ୍ଧାର୍ଥ ଶଙ୍କର ପଣ୍ଡା(୨୮) ବୋଲି ଜଣାପଡିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କନ୍ଧମାଳ ଜିଲ୍ଲା ମାଷ୍ଟରପଡା ତୋଟାସାହିରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ରବିବାର ସକାଳେ ସିଦ୍ଧାର୍ଥ ନିଜ ଶୋଇବା ଘର ଫ୍ୟାନ୍ରେ ବେକରେ ଦଉଡି ଦେଇ ଝୁଲୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇବା ପରେ ଟାଉନ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଟାଉନ ଥାନା ସୂତ୍ରରୁ ଜଣାପଡ଼ିଛି । ତେବେ ସିଦ୍ଧାର୍ଥଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣା ପଡି ନଥିବା ବେଳେ ସେ ଚାକିରି ସମସ୍ୟା ନେଇ ଚିନ୍ତାରେ ଥିବା କୁହାଯାଉଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!