Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବତୀ

by ସଞ୍ଜୟ ସ୍ୱାଇଁ
May 18, 2025
in State
ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବତୀ
14
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଯୁବତୀ । ଉଦ୍ଧାର ହେଲା ମୃତଦେହ । ମୃତ ଯୁବତୀ ଜଣକ ଚେନ୍ ପୁର ଗାଁର ସୁରେଶ ବେହେରାଙ୍କ ଝିଅ ଅନାସି ବେହେରା ବୋଲି ଜଣାପଡ଼ିଛି । ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଥାନା ଅନ୍ତର୍ଗତ କୋଏଲ ନଦୀର ପ୍ରଧାନପାଲି ଘାଟ ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଆଜି ଭୋର ସମୟରେ ସ୍ଥାନୀୟ ଚେନ୍ ପୁର ଗାଁର ସୁରେଶ ବେହେରାଙ୍କ ଝିଅ ଅନାସି ବେହେରା ଗାଧୋଇବାକୁ ଯାଇଥିଲେ । ତେବେ ସେଠାରେ କୌଣସି କାରଣ ବଶତଃ ତାଙ୍କ ଗୋଡ଼ ଖସି ଯାଇଥିବାରୁ ସେ ବୁଡ଼ି ଯାଇଥିଲେ । ତେବେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜା ଖୋଜି କରିଥିଲେ । ପରେ ନଦୀରେ ଶବ ଭାସୁଥିବା ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ଥିଲେ । କୁଆଁରମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!