Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨ ଘଣ୍ଟିଆ ତାଳଚେର ବନ୍ଦ

by ସଞ୍ଜୟ ସ୍ୱାଇଁ
May 19, 2025
in State
୧୨ ଘଣ୍ଟିଆ ତାଳଚେର ବନ୍ଦ
39
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଆଜି ତାଳଚେର ଉପଖଣ୍ଡ ବନ୍ଦ । ସୁଭଦ୍ରା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପରିବାରକୁ ନ୍ୟାୟ ଦାବିରେ ୧୦ ଦଫା ଦାବି ନେଇ ୧୨ ଘଣ୍ଟିଆ ତାଳଚେର ବନ୍ଦ ଡାକରା । ବନ୍ଦ ଡାକରା ଦେଇଛି ସୁଭଦ୍ରା ନ୍ୟାୟ ମହାମଞ୍ଚ । ଘଟଣାରେ ଅନ୍ୟ କିଛି ଅଭିଯୁକ୍ତ ସଂପୃକ୍ତ ଥିବା ବେଳେ ପୋଲିସ କେବଳ ଜଣକୁ ଗିରଫ କରିଛି । ଜଣେ ଲୋକ ଗୋଟେ ଖୋଲା ଅଟୋରେ ଅପହରଣ, ଦୁଷ୍କର୍ମ କରିବା ସହ ହତ୍ୟା କରିବା ସନ୍ଦେହ ସୃଷ୍ଟି କରିଛି । ତେଣୁ ଏହାର ସିବିଆଇ ତଦନ୍ତ ଦାବି କରିଛି ମହାମଞ୍ଚ । ଯେଉଁ ରେଳବାଇ ଥାନା ଅଧିକାରୀ ତଦନ୍ତ କରିବା ପରିବର୍ତ୍ତେ ପରିବାର ଲୋକଙ୍କୁ ଦୁର୍ବ୍ୟବହାର କରିଥିଲେ, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ପାଟ୍ରୋଲିଂ ମାତ୍ରା ବଢାଇବା, ଷ୍ଟେସନ ରାସ୍ତାରେ ବିଭିନ୍ନ ସ୍ଥାନରେ ଲାଇଟ୍ ବ୍ୟବସ୍ଥା ଏବଂ ରକ୍ଷଣା ବେକ୍ଷଣ ଦାବିରେ ବନ୍ଦ ଡାକରା ଦେଇଛି ମହାମଞ୍ଚ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!