Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରେଟା କାର ଓ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 19, 2025
in Crime, Nayagarh, State
କ୍ରେଟା କାର ଓ ଗଞ୍ଜେଇ ଜବତ
376
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ପୁଲିସ ଗୋଟିଏ କ୍ରେଟା କାରରୁ ଗଞ୍ଜେଇ ଜବତ କରିଛନ୍ତି । ଉକ୍ତ କାରରେ ବିପୁଳ ପରିମାଣର ଗଞ୍ଜେଇ ଆସୁଥିବା ଜିଲ୍ଲା ପୁଲିସକୁ ଖବର ଆସିଥିଲା । ଜିଲ୍ଲା ପୁଲିସ ଏନେଇ ସଦରଥାନା ଏବଂ ନୂଆଗାଁ ଥାନା ପୁଲିସକୁ ଖବର ଦେଇଥିଲା । ଉଭୟ ଥାନା ପୁଲିସ ଗାଡ଼ିଟିକୁ ନୂଆଗାଁ ଥାନା ଅନ୍ତର୍ଗତ ବକଳବନ୍ଧ ଛକରେ ଧରିବାକୁ ସକ୍ଷମ ହୋଇଥିଲେ । କାର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଏହି କାରରୁ ୫୬ କେଜି ଗଞ୍ଜେଇ ଜବତ ହୋଇଥିବା ସୂଚନା ମିଳିଛି । ନୟାଗଡ଼ ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ସାମନ୍ତରାୟଙ୍କ ତତ୍ୱାବଧାନରେ ଉଭୟ ଥାନା ପୁଲିସ ଚଢ଼ାଉ କରିଥିବା ସୂଚନା ମିଳିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!