Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇକୋର୍ଟ ବିଚାରପତିଙ୍କୁ ମିଳିବ ପୂରା ପେନସନ, ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
May 19, 2025
in State
ହାଇକୋର୍ଟ ବିଚାରପତିଙ୍କୁ ମିଳିବ ପୂରା ପେନସନ, ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚାକିରିରେ ଆଗପଛ ନାହିଁ । କିଏ କେତେବେଳେ ବିଚାରପତି ହେଲେ କିଏ କେତେବେଳେ ବାରରେ ଯୋଡିହେଲେ କିଛି ଦେଖାଯିବ ନାହିଁ । ଅବସରପ୍ରାପ୍ତ ହାଇକୋର୍ଟ ମୁଖ୍ଯ ବିଚାରପତି ଓ ବିଚାରପତିଙ୍କୁ ମିଳିବ ପୂରା ପେନସନ । ଏନେଇ ଆଜି ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେ କୌଣସି ସମଯରେ ଚାକିରି କରିଥିଲେ ବି ସେମାନଙ୍କ ଅବସର ପରେ ମୁଖ୍ଯ ବିଚାରପତିଙ୍କୁ ବାର୍ଷିକ ୧୫ ଲକ୍ଷ ଟଙ୍କା ଦେବାକୁ ପ୍ରଧାନବିଚାରପତିଙ୍କ ଅଧ୍ଯକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବିଚାରପତିଙ୍କୁ ବାର୍ଷିକ ୧୩ ଲକ୍ଷ ୫୦ ହଜାର ଦେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ବିଚାରପତିଙ୍କ କାର୍ଯ୍ଯକାଳକୁ ଦେଖି କୌଣସି ପକ୍ଷପାତ କରାଯିବନି ବୋଲି ଖଣ୍ଡପୀଠ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁମାନେ ଅତିରିକ୍ତ ବିଚାରପତି ନିଯୁକ୍ତ ହୋଇ ଅବସର ନେଇଥିଲେ ମଧ୍ଯ ସେମାନଙ୍କୁ ପେନସନ ବାବଦକୁ ବିଚାରପତିଙ୍କ ପେନସନ ପରି ୧୩ ଲକ୍ଷ ୫୦ ହଜାର ଟଙ୍କା ମିଳିବ ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!