Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରିଛି ବାହାଘର, ଯାଇ ପାରୁନାହାନ୍ତି ବରଯାତ୍ରୀ

by ସଞ୍ଜୟ ସ୍ୱାଇଁ
May 19, 2025
in State
ସରିଛି ବାହାଘର, ଯାଇ ପାରୁନାହାନ୍ତି ବରଯାତ୍ରୀ
154
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ବରଯାତ୍ରୀ ନାଚକୁ ନେଇ ତୁମୁଳ କାଣ୍ଡ । ବରଯାତ୍ରୀ ଆସିଥିବା ବସକୁ ଭାଙ୍ଗିଲେ କନ୍ୟାଘର ଗାଁ ଲୋକ । ଗତକାଲି ରାତିଠାରୁ ପଡ଼ୋଶୀ ଘର ବାରଣ୍ଡାରେ ପଡ଼ିରହିଛନ୍ତି ବର ଓ ବରଯାତ୍ରୀ । ଅଭିଯୋଗ ଅନୁଯାୟୀ ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅଞ୍ଚଳର ରାକେଶ ପରିଡାଙ୍କ ପୁଅ ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନ ଅନ୍ତର୍ଗତ ଜରି ଅଞ୍ଚଳର ସୁରେନ୍ଦ୍ର ସାମଲଙ୍କ ଝିଅଙ୍କୁ ବିବାହ କରିବା ପାଇଁ ନିଜ ସମ୍ପର୍କୀୟଙ୍କ ସହ ଆସିଥିଲେ | ପ୍ରୋସେସନରେ ନାଚକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ମାଡ଼ପିଟ ଲାଗିବା ସହ ବରଯାତ୍ରୀ ଆସିଥିବା ବସକୁ ସମ୍ପୂର୍ଣ୍ଣରୂପେ ଭାଙ୍ଗିଦେଇଥିଲେ କନ୍ୟାପକ୍ଷ ଲୋକ । ତେଣୁ ଗତକାଲି ରାତିରୁ ବିବାହ ସାରିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ବରକନ୍ୟାଙ୍କ ସହ ପ୍ରାୟ ୫୦ରୁ ଅଧିକ ବରଯାତ୍ରୀ ଅଟକି ରହିଛନ୍ତି । ଅନ୍ୟପଟେ ଏ ନେଇ ବରଘର ପକ୍ଷରୁ ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ କରିବା ସହ କ୍ଷତିପୁରଣ ଦାବି କରିଛନ୍ତି । ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!