Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର କାଚଭାଙ୍ଗି ୬ଲକ୍ଷ ଲୁଟ୍

by ସଞ୍ଜୟ ସ୍ୱାଇଁ
March 10, 2021
in Breaking, Crime, State
କାର କାଚଭାଙ୍ଗି ୬ଲକ୍ଷ ଲୁଟ୍
190
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଜଟଣୀ ସବ୍ ରେଜେଷ୍ଟ୍ରି କାର୍ଯ୍ୟାଳୟ ସମ୍ମୁଖରୁ ଲୁଟ୍ । ଜମି ବିକ୍ରି କରି କାର ଭିତରେ ରଖିଥିଲେ ୬ଲକ୍ଷ ଟଙ୍କା । ତେବେ କାରର କାଚ ଭାଙ୍ଗି ଲୁଟ୍ କରିଥିବା ଅଭିଯୋଗ ହୋଇଛି ଜଟଣୀ ଥାନାରେ । ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲା ଜଟଣୀ ସବ୍ ରେଜେଷ୍ଟ୍ରି ଅଫିସ ସମ୍ମୁଖରେ ଦାଶରଥି ଶ୍ରୀଚନ୍ଦନ ଜମି ବିକ୍ରକରି କାର ଭିତରେ ୬ଲକ୍ଷଟଙ୍କା ରଖି ଅଫିସକୁ ଯାଇଥିଲେ । ଅଫିସରୁ କାମ ସାରି ଆସିଲା ବେଳକୁ କାରକାଚ ଭାଙ୍ଗି କାର ଭିତରେ ଥିବା ୬ଲକ୍ଷ ଟଙ୍କା ଲୁଟ ହୋଇଥିବା ଜାଣି ଜଟଣୀ ଥାନାରେ ଅଭିଯୋଗ କରିଛନ୍ତି । ଜଟଣି ପୁଲିସ ମାମଲା ଋଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!