Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ପ୍ରତିଷ୍ଠା ହେବ ୪୯୬ ଗୋଦାବରୀଶ ପ୍ରାଥମିକ ଆଦର୍ଶ ବିଦ୍ୟାଳୟ

by ସଞ୍ଜୟ ସ୍ୱାଇଁ
May 19, 2025
in State
ରାଜ୍ୟରେ ପ୍ରତିଷ୍ଠା ହେବ ୪୯୬ ଗୋଦାବରୀଶ ପ୍ରାଥମିକ ଆଦର୍ଶ ବିଦ୍ୟାଳୟ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡିଶାରେ ଖୁବଶୀଘ୍ର ଜାତୀୟ ଶିକ୍ଷାନୀତି ଲାଗୁ ହେବ । ଏଥିପାଇଁ ରାଜ୍ୟ ସରକାର ପୁରା ପ୍ରସ୍ତୁତ ଅଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ବାରମ୍ବାର ଏନେଇ ବୈଠକ ଡାକିଛନ୍ତି । ଯେଉଁଥିରେ ରାଜ୍ୟରେ ଶିକ୍ଷାନୀତି ଲାଗୁ ନେଇ ଆଲୋଚନା କରିଛନ୍ତି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ଦିନରେ ରାଜ୍ୟରେ ପିଏମ୍ଶ୍ରୀ ସ୍କୁଲ ନଥିଲା । ଏବେ ପ୍ରତିଷ୍ଠା ହୋଇଛି । ଆଗକୁ ମଧ୍ୟ ଆହୁରି ପିଏମଶ୍ରୀ ସ୍କୁଲ ନିର୍ମାଣ କରାଯିବ। ଏଥିପାଇଁ କେନ୍ଦ୍ର ପ୍ରତିଶୃତି ଦେଇସାରିଛି। ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ କରାଯିବ। ଖାସ୍ କରି ଶିକ୍ଷକ ନିଯୁକ୍ତରେ ଆମ ସରକାର ଆଗରେ ରହିଛନ୍ତି । ଆଗାମୀ ଦିନରେ ରାଜ୍ୟରେ ଗୋଦାବରୀଶ ପ୍ରାଥମିକ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା କରାଯିବ । ଖୁବଶୀଘ୍ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ।ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଗାମୀ ୫ ବର୍ଷରେ ୪୯୬ ବିଦ୍ୟାଳୟରେ ପ୍ରାଥମିକ ଆଦର୍ଶ ବିଦ୍ୟାଳୟ ଖୋଲାଯିବ ।ସେଥିପାଇଁ କାର୍ଯ୍ୟକ୍ରମ ଆରମ୍ଭ ହେଲାଣି ।ଶିକ୍ଷକମାନେ ଘରକୁ ଘର ଯାଇ ସର୍ଭେ କରିବେ । ଆଦିବାସୀ ଛାତ୍ରଛାତ୍ରୀମାନେ ଶିକ୍ଷା ବନ୍ଦ ନକରିବା ପାଇଁ ୫ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶିର ବ୍ୟବସ୍ଥା କରାଯାଇଛି ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!