Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକତରଫା ପ୍ରେମ, ଏସିଡ୍ ମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଯୁବତୀ

by ସଞ୍ଜୟ ସ୍ୱାଇଁ
May 19, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
57
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ଚାଞ୍ଚଲ୍ୟ। ଏକତରଫା ପ୍ରେମକୁ ନେଇ ଯୁବତୀଙ୍କ ଉପରକୁ ଏସିଡ୍ ଫିଙ୍ଗିଲା ଯୁବକ। ଅବଶ୍ୟ ସୌଭାଗ୍ୟବଶତଃ ବର୍ତ୍ତଗଲେ ଯୁବତୀ। ଅଭିଯୁକ୍ତ ଯୁବକଙ୍କୁ କାବୁ କରି ପୋଲିସର ଜିମା ଦେଲେ ଲୋକେ। ସୂଚନା ଅନୁଯାୟୀ, ସହିଦନଗର ସାଇ ମନ୍ଦିର ନିକଟରେ ଜଣେ ଯୁବତୀଙ୍କ ଉପରକୁ ଏସିଡ୍ ଫିଙ୍ଗିବାକୁ ଉଦ୍ୟମ କରିଛି ଜଣେ ଯୁବକ। ଅବଶ୍ୟ ଏସିଡ୍ ମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୁବତୀ। ଜଣାପଡ଼ିଛି ଏହି ଯୁବକ ଜଣକ ଯୁବତୀଙ୍କୁ ଏକତରଫା ପ୍ରେମ କରୁଥିଲେ। ଆଉ ଯୁବତୀ ଜଣକ ଏକା ଯାଉଥିବା ସମୟରେ ସେଠାରେ ପହଞ୍ଚି ସାଙ୍ଗରେ ଯିବାକୁ କହିଥିଲା। ଆଉ ନଯିବାରୁ ଏସିଡ୍ ଫିଙ୍ଗିଥିଲା ଯୁବକ। ହେଲେ ସୌଭାଗ୍ୟବସତଃ ଯୁବତୀ ଜଣକ ବର୍ତ୍ତିଯାଇଛନ୍ତି।ସ୍ଥାନୀୟ ଲୋକ ଯୁବକଙ୍କୁ କାବୁ କରି ପୋଲିସର ଜିମା ଦେଇଛନ୍ତି।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!