Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଥିଲେ ଜ୍ୟୋତି ମଲହୋତ୍ରା

by ସଞ୍ଜୟ ସ୍ୱାଇଁ
May 20, 2025
in State
ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଥିଲେ ଜ୍ୟୋତି ମଲହୋତ୍ରା
195
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ୨୦୨୪ ସେପ୍ଟେମ୍ବରରେ ପୁରୀ ଆସିଥିଲେ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରା । ଜ୍ୟୋତିଙ୍କୁ ଶ୍ରୀମନ୍ଦିର, ପୁରୀ ବେଳାଭୂମି ଆଦି ବିଭିନ୍ନ ସ୍ଥାନକୁ ବୁଲାଇ ନେଇଥିଲେ ପୁରୀ ଝିଅ ପ୍ରିୟଙ୍କା ସେନାପତି । ଆଉ ଏହି ସମୟରେ ଏକ ସାଂଘାତିକ ସତ ସାମ୍ନାକୁ ଆସିଛି । ପୁରୀ ଆସିଥିବା ସମୟରେ ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇ ଅଟକ ଥିଲେ ଜ୍ୟୋତି ମଲହୋତ୍ରା । ଆଉ ପ୍ରିୟଙ୍କାଙ୍କ ଅନୁରୋଧରେ ଜ୍ୟୋତିଙ୍କୁ ଛାଡ଼ିଥିଲା ପୁରୀ ପୁଲିସ । ଜ୍ୟୋତି ମଧ୍ୟ ପୁରୀ ଆସି ପ୍ରିୟଙ୍କାଙ୍କ ସହ ଏକାଠି ରହିଥିଲେ । ପୁରୀ ବେଳାଭୂମି ବୁଲିବା ସହ ସେଠାରେ ବି ଭିଡିଓ ଏବଂ ଫଟୋ ଉଠାଇଥିଲେ ଜ୍ୟୋତି । ୨୦୨୪ ସେପ୍ଟେମ୍ବର ୨୭ ତାରିଖରେ ପୁରୀ ବେଳାଭୂମିରେ ବୁଲିବାର କିଛି ଫଟୋ ଇନ୍ଷ୍ଟାଗ୍ରାମରେ ଛାଡ଼ିଛନ୍ତି । ଜ୍ୟୋତି ଯେହେତୁ ପାକିସ୍ତାନ ଆଇଏସ୍ଆଇ ପାଇଁ ଗୁଇନ୍ଦାଗିରି କରୁଥିବା ଅଭିଯୋଗ ହୋଇଛି, ତେଣୁ ପୁରୀ ଆସିବା ପଛରେ ସେଭଳି କିଛି ମନ୍ଦ ଉଦ୍ଦେଶ୍ୟ ନାହିଁ ତ? ତାହାର ଖୋଳତାଡ଼ ଆରମ୍ଭ ହୋଇଛି । ପୁରୀ ଏସ୍ପି କହିଛନ୍ତି, ଏନଆଇଏ ଏଯାଏଁ ପ୍ରିୟଙ୍କାଙ୍କୁ ଜେରା କରିନି । କିନ୍ତୁ ଆଗକୁ ଏନଆଇଏ ସ୍କାନରକୁ ଆସିପାରନ୍ତି ପ୍ରିୟଙ୍କା ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!