Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
May 20, 2025
in Education, State
ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ
145
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଉ ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ପରୀକ୍ଷାଫଳ ବାହାରିବାରେ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି। ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା। ସୂଚନା ଅନୁଯାୟୀ, ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!