Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନନ୍ଦ ଉତ୍ସବ ଅବସରରେ ଶାସ୍ତ୍ରୀୟ ନୃତ୍ୟରେ ପ୍ରକମ୍ପିତ ହେଲା ରବୀନ୍ଦ୍ର ମଣ୍ଡପ

by ସଞ୍ଜୟ ସ୍ୱାଇଁ
May 20, 2025
in State
ଆନନ୍ଦ ଉତ୍ସବ ଅବସରରେ ଶାସ୍ତ୍ରୀୟ ନୃତ୍ୟରେ ପ୍ରକମ୍ପିତ ହେଲା ରବୀନ୍ଦ୍ର ମଣ୍ଡପ
71
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜ୍ୟର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ କଳିଙ୍ଗାୟନ ତୋର୍ଯ୍ୟତ୍ରିକମ ଦ୍ବାରା ଆୟୋଜିତ ଆନନ୍ଦ ଉତ୍ସବ-୨୦୨୫ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବର ପ୍ରାରମ୍ଭରେ ଅନୁଷ୍ଠାନର ଶିଳ୍ପୀଙ୍କ ସହ ଅତିଥ୍ ଶିଳ୍ପୀ ଶାସ୍ତ୍ରୀୟ ଓଡ଼ିଶୀ ନୃତ୍ୟ ପରିବେଶଣ କରି ଦର୍ଶକଙ୍କୁ ଆକର୍ଷିତ କରିଥିଲା। ଅତିଥିଭାବେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ ଯୋଗଦେଇ ଶିଳ୍ପୀଙ୍କୁ ସମ୍ବଦ୍ଧନା ସହ ଗୁରୁ ପୁଷ୍ପିତା ମିଶ୍ରଙ୍କ ପ୍ରୟାସର ପ୍ରଶଂସା କରିଥିଲେ ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ମିନାକ୍ଷୀ ବେହେରା ଓ ଗୁରୁ ଶରତ ଦାସଙ୍କୁ ‘ଆନନ୍ଦଶ୍ରୀ ସମ୍ମାନ’ ପ୍ରଦାନ ପୂର୍ବକ ଗୁରୁ ଦ୍ବୟଙ୍କୁ ପୁଷ୍ପ ଅଭିଷେକ ପୂର୍ବକ ଅର୍ଜନା କରାଯାଇଥିଲା । ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଛାତ୍ରୀ ବିଦୁସ୍ମିତା ଓଝାଙ୍କୁ ଅନୁଷ୍ଠାନର ପ୍ରତିଷ୍ଠାତା ପ୍ରଫେସର ରାଜ କିଶୋର ମିଶ୍ର ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ଅଭିଭାବକ ଭାବେ ବାଦଲ ପଟ୍ଟନାୟକଙ୍କୁ ଅନୁଷ୍ଠାନର ଗୌରବ ସମ୍ମାନ ପ୍ରଦାନ କାରାଯାଇଥିଲା। ଅପରାହ୍ନ ଅଧିବେଶନରେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମୁଖ୍ୟ ଟ୍ରଷ୍ଟି ଅଂଶୁମାନ ମିଶ୍ର ପ୍ରମୁଖ ଯୋଗଦେଇ ଶିଳ୍ପୀଙ୍କୁ ପ୍ରମାଣ ପତ୍ର ଓ ସ୍ମୃତି ସନ୍ତକ ପ୍ରଦାନ କରିଥଲେ।ଅଧ୍ୟାପକ ଡ଼. ମୃତ୍ୟୁଞ୍ଜୟ ରଥ ମଞ୍ଚ ପରିଚାଳନା କରିଥିଲେ ଗୁରୁ ପୁଷ୍ପିତା ମିଶ୍ର ଧନ୍ୟବାଦ ଦେଇଥିଲେ |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!