Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଶ୍ରମିକ ବିକ୍ଷୋଭ

by ସଞ୍ଜୟ ସ୍ୱାଇଁ
May 20, 2025
in Nayagarh, State
ନୟାଗଡ଼ରେ ଶ୍ରମିକ ବିକ୍ଷୋଭ
76
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କେନ୍ଦ୍ରୀୟ ଟ୍ରେଡୟୁନିଅନ ମାନଙ୍କ ସର୍ବଭାରତୀୟ ଆହ୍ଵାନ କ୍ରମେ ନୟାଗଡ଼ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶହଶହ ଶ୍ରମଜୀବୀ ପଟୁଆର ପୂର୍ବକ ବିକ୍ଷୋଭ ପ୍ରଦର୍ଶନ କରି ଶ୍ରମିକ ବିରୋଧୀ ଶ୍ରମକୋଡ୍ ବାତିଲ କରି ପୂର୍ବବତ୍ ଶ୍ରମିକ ଆଇନ ଲାଗୁ କରିବା ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିଛନ୍ତି ।

ଏହି ବିକ୍ଷୋଭରେ ଉଦବୋଧନ ଦେଇ ସିଆଇଟିୟୁ ନେତା ସୁରେଶ ଚନ୍ଦ୍ର ସ୍ବାଇଁ, ଶରତଚନ୍ଦ୍ର ବେହେରା, ପବିତ୍ର ଇନ୍ଦ୍ରଜିତ, ଚାପଧାରୀ ରାଉତ, ସଂଯୁକ୍ତା ସେଠୀ, ଜୟନ୍ତୀ ଦାଶ, ଆଇଏନଟିୟୁସି ନେତା ବିଭୁପ୍ରସାଦ ମିଶ୍ର,ୟୁଟିୟୁସି ନେତା କୃଷ୍ଣ ଚନ୍ଦ୍ର ମହାପାତ୍ର, ସିସିଟିୟୁ ନେତା ଗୋପିନାଥ ଜେନା,ଯୁବଫେଡେରେସନ ନେତା ସରୋଜ କୁମାର ନାୟକ, କୃଷକ ସଭାରନେତା ହରିଶ୍ଚନ୍ଦ୍ର ମିଶ୍ର ଓ ଗୋଲକବିହାରୀ ମୁଦୁଲି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଆସନ୍ତା ଜୁଲାଇ ୯ ସର୍ବଭାରତୀୟ ଧର୍ମଘଟକୁ ସଫଳ କରିବାପାଇଁ ଆହ୍ୱାନ ଦେଇଥିଲେ । ଶ୍ରମିକ ବିରୋଧୀ ଶ୍ରମକୋଡ୍ ବାତିଲ ପାଇଁ ଏକ ସ୍ମାରକ ପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!