Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ଯୁକ୍ତ ୩ ନାମଲେଖା ଆବେଦନ ଅବଧି

by ସଞ୍ଜୟ ସ୍ୱାଇଁ
May 20, 2025
in Education, State
ବଢ଼ିଲା ଯୁକ୍ତ ୩ ନାମଲେଖା ଆବେଦନ ଅବଧି
76
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା):  ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବଢିଲା । ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମେ’ ୨୦ ତାରିଖ ଆବେଦନର ଶେଷ ତାରିଖ ରହିଥିଲା । ଆଜି ଶେଷ ହେଉଥିବା ଅବଧି ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଯେଉଁମାନେ CAFରେ ଆବେଦନ କରିଛନ୍ତି, ମାର୍କସିଟ୍ ଅପଲୋଡ୍ କରିପାରିବେ । ପ୍ରଥମ, ଦ୍ବିତୀୟ, ତୃତୀୟ ସିଲେକ୍ସନ୍ ଡେଡ୍ଲାଇନ୍ ପରେ ପ୍ରକାଶ ପାଇବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!