Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ୍ରାଇଭରଙ୍କ ଦରମା ବୃଦ୍ଧି ଦାବିରେ ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ

by ସଞ୍ଜୟ ସ୍ୱାଇଁ
May 20, 2025
in State
ଡ୍ରାଇଭରଙ୍କ ଦରମା ବୃଦ୍ଧି ଦାବିରେ ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ
65
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ବଢ଼ିଲାନି ମୁଖ୍ୟମନ୍ତ୍ରୀ ବସ ସେବା ଡ୍ରାଇଭରଙ୍କ ଦରମା। ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲେ ବସ୍ ଡ୍ରାଇଭର। ବସ୍ ଗୁଡ଼ିକୁ ବସଷ୍ଟାଣ୍ଡରେ ରଖି ଆନ୍ଦୋଳନ ଜାରି ରଖିଛନ୍ତି। ଫଳରେ ଯାତ୍ରୀସେବା ବାଧାପ୍ରାପ୍ତ ହୋଇଥିବା ବେଳେ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ ହେଉଛି। ଏଭଳି ଘଟଣା ସୋନପୁର ଜିଲ୍ଲା ବୀରମହାରାଜପୁର ସମେତ ରାଜ୍ୟ ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ସୂଚନା ଥାଉ ତତ୍କାଳୀନ ସରକାର ସମୟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ବସ (ଲକ୍ଷ୍ମୀ ବସ) ସେବା। ଉକ୍ତ ସମୟ ଡ୍ରାଇଭରମାନଙ୍କୁ ୬ ମାସ ପରେ ଦରମା ବୃଦ୍ଧି ନେଇ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଆଜକୁ ୧୫ ମାସ ବିତି ଯାଇଥିଲେ ମଧ୍ୟ ଦରମା ବୃଦ୍ଧି ହୋଇନାହିଁ। ତେଣୁ ଆଜି ସମସ୍ତ ବସ ଚାଳକମାନେ ବସଷ୍ଟାଣ୍ଡ ଭିତରେ ଗାଡ଼ି ରଖି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବସ ନ ଚଳାଇ ପ୍ରତିବାଦ ଜାରି ରଖିଛନ୍ତି। ଏଥିପାଇଁ ଯାତ୍ରୀ ବହୁ ହଇରାଣ ହେଉଥିବା ଅଭିଯୋଗ ହେଉଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!