Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲି ଅପରାହ୍ନରେ ଯୁକ୍ତ ଦୁଇ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
May 20, 2025
in Education, State
ଆସନ୍ତା କାଲି ଅପରାହ୍ନରେ ଯୁକ୍ତ ଦୁଇ ରେଜଲ୍ଟ
91
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଅପେକ୍ଷାର ଘଟିଲା ଅନ୍ତ। ବୁଧବାର ପ୍ରକାଶ ପାଇବ ଚଳିତ ବର୍ଷର +୨ ରେଜଲ୍ଟ। ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପରୀକ୍ଷାଫଳ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏକାସଙ୍ଗରେ କଳା, ବାଣିଜ୍ୟ ଏବଂ ବିଜ୍ଞାନ ବିଷୟର ରେଜଲ୍ଟ ପ୍ରକାଶ କରାଯିବ। ପୂର୍ବରୁ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କହିଥିଲେ। ସୂଚନାଥାଉକି, ଚଳିତ ବର୍ଷ ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା ଯୁକ୍ତ ଦୁଇ ପରୀକ୍ଷା। ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।ମେ’ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଥିଲା। ତେବେ ରେଜଲ୍ଟ ପ୍ରକାଶ ତାରିଖ ଘୋଷଣା ଛାତ୍ରଛାତ୍ରୀଙ୍କୁ ନିଶ୍ଚୟ ଆଶ୍ବସ୍ତି ଦେବ। କାରଣ ଏହା ସହ ଯୁକ୍ତ ୩ ନାମଲେଖା ପାଇଁ ଥିବା ନ୍ଦ୍ବନ୍ଦ୍ବ ଦୂର ହୋଇଛି। କାରଣ ଏପର୍ଯ୍ୟନ୍ତ ଯୁକ୍ତ ଦୁଇ ରେଜଲ୍ଟ ବାହାରିନଥିବାବେଳେ ମଙ୍ଗଳବାର ସରୁଥିଲା ଯୁକ୍ତ ତିନି ଆବେଦନ ଅବଧି। ଅବଶ୍ୟ ବିବାଦକୁ ଦେଖି ଆବେଦନ ତାରିଖକୁ ଜୁନ୍ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଉ ପୂର୍ବରୁ CAFରେ ଆବେଦନ କରିଥିବା ଛାତ୍ରଛାତ୍ରୀ ରେଜଲ୍ଟ ଜାଣିବା ପରେ ମାର୍କସିଟ୍ ଅପଲୋଡ୍ କରିପାରିବେ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!