Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବ ବିଜେଡି

by ସଞ୍ଜୟ ସ୍ୱାଇଁ
May 21, 2025
in State
ଆଜି ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବ ବିଜେଡି
39
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): OBCଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଦାବି, ଆଜି ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବ ବିଜେଡି । ପଛୁଆବର୍ଗକୁ ବିଜେପି ସରକାର ସବୁବେଳେ ଅବହେଳା କରିଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି । ମେଡିକାଲ ଓ ଇଞ୍ଜିନିୟରିଂରେ କେବେ ଓବିସି ସଂରକ୍ଷଣ ଲାଗୁ କରାଯିବ ବୋଲି ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି । ଓଡିଶା ସରକାର ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାର ନିଷ୍ପତ୍ତି ନେଇଛନ୍ତି । ଏହାକରି ରାଜ୍ୟ ସରକାର ଓବିସି ଛାତ୍ରଛାତ୍ରୀଙ୍କୁ ଧୋକା ଓ ପ୍ରବଞ୍ଚନା ଦେଇଛନ୍ତି । ଓବିସିଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ନଦେବା ଯାଏ ବିଜେଡି ପକ୍ଷରୁ ଜୋରଦାର ଦାବି କରାଯିବ ବୋଲି କହିଛି ବିଜେଡି । କଂଗ୍ରେସ ମଧ୍ୟ ସଂରକ୍ଷଣ ପ୍ରସଙ୍ଗକୁ ନେଇ ବିଜେଡି ପରେ ପରେ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଛି । ସେପଟେ ଉଭୟ ଦଳକୁ ଟାର୍ଗେଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉଭୟ କଂଗ୍ରେସ ଓ ବିଜେପିର ସଂରକ୍ଷଣ ପ୍ରସଙ୍ଗରେ ପ୍ରଶ୍ନ କରିବାର ଅଧିକାର ନାହିଁ ବୋଲି ସେ କହିଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!