Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ,, ଓ୍ୱେବସାଇଟ୍ ରେ ଦେଖିପାରିବେ ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
May 21, 2025
in State
ଆଜି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ,, ଓ୍ୱେବସାଇଟ୍ ରେ  ଦେଖିପାରିବେ ଛାତ୍ରଛାତ୍ରୀ
118
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇବ । ବୁଧବାର ଅପରାହ୍ନ ୪ଟାରେ ଭୁବନେଶ୍ୱର ସ୍ଥିତ ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ । ଏହାର ୧ ଘଣ୍ଟା ପରେ ପରୀକ୍ଷାର୍ଥୀମାନେ www.result. odisha.gov.in, www.result. digilocker.gov.in ୱେବ୍ସାଇଟ୍ରେ ପରୀକ୍ଷା ଫଳ ଦେଖିପାରିବେ । ୩ ଲକ୍ଷ ୯୩ ହଜାର ୬୧୬ ଜଣ ପିଲାଙ୍କ ପରୀକ୍ଷା ଫଳ ପ୍ରକାଶ କରାଯିବ । ଏନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟକ୍ଷା ପରୀକ୍ଷା ଫଳ ଘୋଷଣାର ଏକ ଘଣ୍ଟା ପରେ ସାମ୍ସ ଇସ୍ପେସ୍ରୁ ସେମାନଙ୍କର ସ୍କୁଲର ଟାବୁଲେସନ ରେଜିଷ୍ଟର ପାଇ ପାରିବେ । ଯାହାକି ପିଲାମାନଙ୍କ ୨୦୨୫ ମସିହା ତତ୍କାଳ ପରୀକ୍ଷାର ଫର୍ମ ପୂରଣ ପାଇଁ ସହାୟକ ହେବ । ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!