Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

by ସଞ୍ଜୟ ସ୍ୱାଇଁ
May 21, 2025
in State
ଆଜିଠୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା
20
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ସରିଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଆଜିଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା। ୨୧ ଦିନ ଧରି ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯିବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ଡପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ। ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ । ପ୍ରଥମ ୨୧ ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଓ ପଞ୍ଚପାଣ୍ଡଵ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!