Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଟିଆରେ ବୁହାହେଲେ ରୋଗୀ, ଆଜି ବି ଗାଁରେ ପହଞ୍ଚି ପାରୁନି ଆମ୍ବୁଲାନ୍ସ

by ସଞ୍ଜୟ ସ୍ୱାଇଁ
May 21, 2025
in State
ଖଟିଆରେ ବୁହାହେଲେ ରୋଗୀ, ଆଜି ବି ଗାଁରେ ପହଞ୍ଚି ପାରୁନି ଆମ୍ବୁଲାନ୍ସ
13
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): କଚ୍ଚା ରାସ୍ତାରେ ଗାଁରେ ପହଞ୍ଚି ପାରିଲାନାହିଁ ଆମ୍ଵୁଲାନ୍ସ । ଲୋକମାନଙ୍କ ସହାୟତାରେ ଖଟିଆରେ ବୁହା ହୋଇ ଆମ୍ବୁଲାନ୍ସ ନିକଟକୁ ଆସିଲେ ରୋଗୀ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ପଞ୍ଚମତଳିଆ ଗାଁରେ । ବିଡିଓ ଏବଂ ଠିକାଦାରଙ୍କ ପାଇଁ ହନ୍ତସନ୍ତ ଗ୍ରାମବାସୀ ହେଉଥିବା ଅଭିଯୋଗ ହୋଇଛି । ମନରେଗାରେ ଅଧା କାମ କରି କେବଳ ମାଟି ପକାଇ ଟଙ୍କା ହରିଲୁଟ୍ । ପଞ୍ଚମତଳିଆ ଗାଁକୁ ସଂଯୋଗ ରାସ୍ତାର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ମନରେଗା ଯୋଜନାରେ ତରବରିଆ ଭାବେ ମାଟି ପକାଇ କଚ୍ଚା ରାସ୍ତା ନିର୍ମାଣ କରି ରାସ୍ତା କାମ ସାରିଦେଲେ ଠିକାଦାର । କାଳ ବୈଶାଖୀ ବର୍ଷାରେ କଚ୍ଚା ରାସ୍ତାରେ ଯିବା କଷ୍ଟକର ହୋଇପଡୁଛି । କେବଳ ମାଟି ପକାଇବାକୁ ଗ୍ରାମବାସୀ ବାରଣ କରିଥିଲେ ମଧ୍ୟ ବିଡିଓ ଏବଂ ଠିକାଦାର କର୍ଣ୍ଣପାତ କରିନଥିଲେ । ରାସ୍ତାରେ ବାଇକ୍ କିମ୍ୱା ଆମ୍ବୁଲାନ୍ସ ଟିଏ ଗାଁ ମଧ୍ୟକୁ ଯିବା ଏବେ ସମ୍ଭବ ହେଉନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଗାଁର ଜଣେ ବ୍ୟକ୍ତିର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଆମ୍ବୁଲାନ୍ସକୁ ଡକାଯାଇଥିଲା। କିନ୍ତୁ ରାସ୍ତାଟି ବିପର୍ଯ୍ୟୟ ଅବସ୍ଥାରେ ଥିବାରୁ ଗାଁକୁ ପସିପରିଲାନି ଆମ୍ବୁଲାନ୍ସ। ଶେଷରେ ଲୋକମାନଙ୍କ ସହାୟତାରେ ଖଟିଆରେ ବୁହା ହୋଇ ଆମ୍ବୁଲାନ୍ସ ନିକଟକୁ ଆସିଥିଲା ରୋଗୀ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!