Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁବର୍ଣ୍ଣପୁର ଜିଲ୍ଲାରେ ନିଯୁକ୍ତି ପାଇବେ ୯୨ ଗୃହରକ୍ଷୀ

by ସଞ୍ଜୟ ସ୍ୱାଇଁ
May 21, 2025
in State
ସୁବର୍ଣ୍ଣପୁର ଜିଲ୍ଲାରେ ନିଯୁକ୍ତି ପାଇବେ ୯୨ ଗୃହରକ୍ଷୀ
23
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ଆସନ୍ତା ମାସରେ ସୁବର୍ଣ୍ଣପୁର ଜିଲ୍ଲାରେ ନିଯୁକ୍ତି ପାଇବେ ୯୨ ଗୃହରକ୍ଷୀ l ୭୨ ଜଣ ପୁରୁଷ ଓ ୧୮ ଜଣ ମହିଳା ନିଯୁକ୍ତ ହେବାକୁ ଥିବାବେଳେ ମେ’ ୨୦ ତାରିଖରୁ ଜୁନ୍ ମାସ ୬ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ପ୍ରାର୍ଥୀ କେବଳ ଅଫ୍ଲାଇନ୍ରେ ଆବେଦନ ପତ୍ର ଦାଖଲ କରିପାରିବେ l ଅନଲାଇନ୍ରେ ଚାହିଁଲେ ସମସ୍ତ ତଥ୍ୟ ପାଇପାରିବେ ଆବେଦନକାରୀ l କମ୍ପ୍ୟୁଟର, ବାହନ ଚାଳକ ଦକ୍ଷତା, ବ୍ୟବହାରିକ ଅଭିଜ୍ଞତା, ସ୍ଵତନ୍ତ୍ର ଦକ୍ଷତା ହାସଲ କରିଥିବା ଓ ବିଶେଷ କରି ଯୁବକ-ଯୁବତୀ ଆବେଦନକାରୀଙ୍କୁ ଅଧିକ ସଂଖ୍ୟାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଏସ୍ପି ନାରାୟଣ ନାୟକ ସୂଚନା ଦେଇଛନ୍ତି l ଜିଲ୍ଲାର ସମସ୍ତ ଥାନା ମାନଙ୍କରେ ମହିଳାଙ୍କ ସୁବିଧା ପାଇଁ ମହିଳା କର୍ମଚାରୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଓ ଏହି ନିଯୁକ୍ତି ପ୍ରକ୍ରିୟାକୁ ଖୁବ୍ ସ୍ଵଚ୍ଛତାର ସହ ପରିଚାଳନା କରାଯିବ ବୋଲି ପ୍ରକାଶ କରି କୌଣସି ବ୍ୟକ୍ତି ଏହି ନିଯୁକ୍ତି ପାଇଁ ଯଦି ଲାଞ୍ଚ କାରବାର କରେ ତାହେଲେ ଆପଣ ସିଧାସଳଖ ଭାବେ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ଜଣାଇପାରିବେ ବୋଲି ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି l

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!