Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ପରିଚୟ ଦେଇ ନେଇଯାଇଥିଲେ ଲକ୍ଷେ ଟଙ୍କା, ୨ ଗିରଫ

by ସଞ୍ଜୟ ସ୍ୱାଇଁ
May 21, 2025
in Crime, State
ପୋଲିସ ପରିଚୟ ଦେଇ ନେଇଯାଇଥିଲେ ଲକ୍ଷେ ଟଙ୍କା, ୨ ଗିରଫ
26
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ପୋଲିସ ପରିଚୟ ଦେଇ ଲୁଟ୍ । ଲକ୍ଷେ ଟଙ୍କା ଲୁଟ୍ ଘଟଣାରେ ଦୁଇ ଲୁଟେରା ଗିରଫ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟରେ ଥିବା ଏନଏସି ଚେକଗେଟ୍ ନିକଟରେ ଏଭଳି ଲୁଟ୍ ଘଟଣା ଘଟିଥିଲା । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳେ ଦିଗପହଣ୍ଡି ଥାନା ନିକଟରେ ଥିବା ଏନଏସି ଚେକଗେଟ୍ ନିକଟରେ ଦୁଇ ଜଣ ପୋଲିସ ପରିଚୟ ଦେଇ ଜଣେ ଯୁବକଙ୍କ ଠାରୁ ଟଙ୍କା ଲୁଟ୍ ନେଇ ଅଭିଯୋଗ ହୋଇଥିଲା । ମୋହନାରୁ ବ୍ରହ୍ମପୁର ଅଭିମୁଖେ ସ୍କୁଟିରେ ଜଣେ ଯୁବକ ୧ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଦୁଇ ଜଣ ପୋଲିସ ପରିଚୟ ଦେଇ ସମ୍ପୃକ୍ତ ଯୁବକକୁ ଅଟକାଇଥିଲେ । ସେ ନେଇ ଯାଉଥିବା ୧ ଲକ୍ଷ ଟଙ୍କା ନେଇ ଚମ୍ପଟ ମାରିଥିଲେ । ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଛାନଭିନ୍ ପରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ଦିଗପହଣ୍ଡି ପୋଲିସ । ସେମାନଙ୍କ ଠାରୁ ଲକ୍ଷେ ଟଙ୍କା ଉଦ୍ଧାର ଯାଇଥିବା ସୂଚନା ରହିଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!