Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅର କାଠ ଫାଳିଆ ମାଡ଼ରେ ମା’ ମୃତ

by ସଞ୍ଜୟ ସ୍ୱାଇଁ
May 21, 2025
in Crime, State
ପୁଅର କାଠ ଫାଳିଆ ମାଡ଼ରେ ମା’ ମୃତ
36
VIEWS
Share on FacebookShare on Twitter

ବୋରିଗୁମ୍ମା, (ବାଘୁଆବାର୍ତ୍ତା): ପୁଅ ଭୁଲିଗଲା ମା’ର ସମ୍ପର୍କ । ପୁଅର କାଠ ଫାଳିଆ ମାଡ଼ରେ ମା’ ମୃତ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ସାନ ପରିଆ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ସାନ ପରିଆ ଗାଁର ରୁକଧର ଗୌଡ଼ ନାମକ ଯୁବକ କିଛି ବର୍ଷ ଧରି ମାନସିକ ଭାରସାମ୍ୟ ହରାଇ ଚିକିତ୍ସିତ ହେଉଥିଲେ । ବୁଧବାର ସକାଳୁ କୌଣସି କାରଣରୁ ନିଜ ୮୦ବର୍ଷ ବୟସ୍କ ବୃଦ୍ଧା ମା’ଙ୍କ ସହ ବଚସା ହୋଇଥିଲା । ପରେ ପୁଅ ଉତ୍ତ୍ୟକ୍ତ ହୋଇ ନିଜ ମା’ଙ୍କୁ ଏକ କାଠ ଫାଳିଆରେ ଆକ୍ରମଣ କରିଥିଲା । ଫଳରେ ବୃଦ୍ଧା ମା’ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ପରେ ରୁକଧର ନିକଟରେ ଥିବା ଅନ୍ୟ ଜଣେ ମହିଳାଙ୍କୁ ମଧ୍ୟ ସେହି କାଠ ଫାଳିଆରେ ଆକ୍ରମଣ କରିଥିଲା । ମହିଳାଙ୍କ ମୁଣ୍ଡରେ ଆଘାତ ଲାଗିଛି । ଗାଁ ଲୋକେ ସଙ୍ଗେ ସଙ୍ଗେ ବୋରିଗୁମ୍ମା ପୋଲିସକୁ ଖବର ଦେଇଥିଲେ । ଖବର ପାଇବା ପରେ ବୋରିଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଅଭିଯୁକ୍ତକୁ କାବୁ କରି ପଚରାଉଚରା କରୁଛନ୍ତି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିବେ ବୋଲି ବୋରିଗୁମ୍ମା ଥାନା ଅଧିକାରୀ ଶ୍ବେତ ପଦ୍ମା ସେଠ କହିଛନ୍ତି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!