Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ପଦ୍ମପୁରରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

by ସଞ୍ଜୟ ସ୍ୱାଇଁ
May 21, 2025
in State
ପୁଣି ପଦ୍ମପୁରରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
29
VIEWS
Share on FacebookShare on Twitter

ପଦ୍ମପୁର, (ବାଘୁଆବାର୍ତ୍ତା): ବହୁଚର୍ଚ୍ଚିତ ପଦ୍ମପୁର ଭେଉଁରିଆ ଛକରୁ ରାଜବାଟୀ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ବୁଧବାର ଆରମ୍ଭ ହୋଇଛି। ଏ ନେଇ ଏନଏସି ତରଫରୁ ଆଗୁଆ ନୋଟିସ ଜାରି କରାଯାଇଥିଲା । ଆଗରୁ ଏହି ରାସ୍ତାରେ ମାପଚୁପ ଆରମ୍ଭ କରାଯାଇଥିଲା। ମାପଚୁପରେ ରାସ୍ତାର ଜବରଦଖଲ ଅଂଶ ଚିହ୍ନଟ କରାଯାଇଥିଲା। ରାଜସ୍ବ ପ୍ରଶାସନର ଉପସ୍ଥିତିରେ ସହକାରୀ ତହସିଲଦାର ତପସ୍ବୀନି କୁଡୁକା, ମାମି ମହାନନ୍ଦ ରାଜସ୍ବ ନିରୀକ୍ଷକ ଭେଙ୍କୁଲାଲ ପଧାନ, ଜତିକୃଷ ଶତପଥୀ ଏନଏସି କର୍ମଚାରୀ ଦୀନବନ୍ଧୁ ପଧାନ ସମେତ ବିଭାଗିୟ କର୍ମଚାରୀମାନେ ପୋଲିସ ପ୍ରଶାସନ ସାମିଲ ଅଛନ୍ତି। ଆଗରୁ ପ୍ରଶାସନିକ ଅଧିକାରୀମାନେ ରାସ୍ତା ଜବରଦଖଲରେ ଆଖି ବୁଜି ଦେଇଥିଲେ। ଫଳରେ ଉକ୍ତ ରାସ୍ତା ସଂକୁଚିତ ହୋଇପଡ଼ିବା ସହିତ ଏଠାରେ ଟ୍ରାଫିକ ସମସ୍ୟା ନିତିଦିନିଆ ଘଟଣାରେ ପରିଣତ ହୋଇଥିଲା । ଏହି ଦୃଷ୍ଟିରୁ ଉକ୍ତ ରାସ୍ତାରେ ଜବରଦଖଲ ହଟାଇବା ସହିତ ରାସ୍ତା ପ୍ରଶସ୍ତୀକରଣ ପାଇଁ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!