Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜ୍ଞାନରେ ଜିଲ୍ଲା ଟପ୍ପର ଚିତ୍ତରଞ୍ଜନ

by ସଞ୍ଜୟ ସ୍ୱାଇଁ
May 21, 2025
in Nayagarh, State
ବିଜ୍ଞାନରେ ଜିଲ୍ଲା ଟପ୍ପର ଚିତ୍ତରଞ୍ଜନ
371
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): + ୨ ବିଜ୍ଞାନ ପରୀକ୍ଷା ଫଳ ନୟାଗଡ଼ ଜିଲ୍ଲାକୁ ଗୈାରବାନ୍ୱିତ କରିଥିବା ବେଳେ ଡିଭାଇନ୍ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଭୂତପୂର୍ବ ସଫଳତା ହାସଲ କରିଛି । ଏହି ବିଦ୍ୟାଳୟର ଛାତ୍ର ଚିତ୍ତ ରଞ୍ଜନ ସାହୁ ସମୁଦାୟ ୫୭୨ ତଥା ୯୫.୩୩ ପ୍ରତିଶତ ମାର୍କ ରଖି ସମଗ୍ର ଜିଲ୍ଲାରେ ଏକ ନମ୍ବର ସ୍ଥାନ ଅଧିକାର କରି ଏକ ଐତିହାସିକ ସଫଳତା ଆଣିଛନ୍ତି। ସେ କଟକ ଜିଲ୍ଲା ବାଙ୍କୀ ବ୍ଲକ ତୁଳସୀପୁର ଗ୍ରାମର ନିରଞ୍ଜନ ସାହୁଙ୍କ ପୁଅ ଚିତ୍ତରଞ୍ଜନ ଜିଲ୍ଲା ପାଇଁ ଗୈାରବ ଆଣିଛନ୍ତି । ପ୍ରତ୍ୟେକ ବର୍ଷ ଡିଭାଇନ୍ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏହିଭଳି ସଫଳତା ଆଣି ଚାଲିଛି । ଏଥିପାଇଁ ଅଭିଭାବକ ଏବଂ ବୁଦ୍ଧିଜୀବୀଙ୍କଠାରୁ ଶୁଭେଚ୍ଛାର ସୁଅ ଛୁଟିଛି । ଏହା ଏକ ଆକର୍ଷଣୀୟ ସଫଳତା ବୋଲି ସମସ୍ତେ ମତାମତ ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!