Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଘୁଚାପ ଆରବ ସାଗର ଉପରେ ସୃଷ୍ଟି ହୋଇଛି

by ସଞ୍ଜୟ ସ୍ୱାଇଁ
May 22, 2025
in State
ଲଘୁଚାପ ଆରବ ସାଗର ଉପରେ ସୃଷ୍ଟି ହୋଇଛି
85
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆରବ ସାଗର ଉପରେ ସୃଷ୍ଟି ହୋଇଛି ଲଘୁଚାପ। ପୂର୍ବ କେନ୍ଦ୍ରୀୟ ଆରବ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୩୬ ଘଣ୍ଟା ଭିତରେ ଏହା ଉତ୍ତର ଦିଗରେ ଗତି କରିବା ସହ ଏହା ଘନୀଭୂତ ହେବ ବୋଲି ସୂଚନା ମିଳିଛି। ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଦକ୍ଷିଣ ଉପକୂଳ ଓଡିଶାର ୧୬ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ଼, ନୂଆପଡ଼ା ବଲାଙ୍ଗୀର ଜିଲ୍ଲାକୁ ସତର୍କତା। ଏହି ଜିଲ୍ଲାମାନଙ୍କରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ଝଡି ପବନର ସମ୍ଭାବନା ରହିଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!