Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ବ୍ରାଉନ ସୁଗାର ବେପାରୀ ଗିରଫ

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ରାଜଧାନୀରୁ ବ୍ରାଉନ ସୁଗାର ବେପାରୀ ଗିରଫ
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): STF ପଞ୍ଝାରେ ବ୍ରାଉନ ସୁଗାର ବେପାରୀ । ଭୁବନେଶ୍ଵର ପାଣ୍ଡରା ରାସ୍ତାରୁ ବ୍ରାଉନ ସୁଗାର ବେପାରୀ ପ୍ରକାଶ ସେଠୀ ଗିରଫ । ପ୍ରକାଶ ନିକଟରୁ ୩୩୦ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ, କେନ୍ଦୁଝର ଜିଲ୍ଲାର ପ୍ରକାଶ ସେଠୀ ନାମକ ଯୁବକ ବାଲେଶ୍ୱରରୁ ବ୍ରାଉନ ସୁଗାର ଆଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସପ୍ଲାଇ କରୁଥିଲା । ଏନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା STF । ଖବର ପାଇ ଭୁବନେଶ୍ଵର ପାଣ୍ଡରା ରାସ୍ତାରୁ ପ୍ରକାଶ ସେଠୀକୁ ଗିରଫ କରିଛି STF ଟିମ୍ । ପ୍ରକାଶ ନିକଟରୁ ୩୩୦ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଏନେଇ ଏସଟିଏଫ ଡିଆଇଜି ପିନାକ ମିଶ୍ର ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!