Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋରାପୁଟ ରଥଶର୍ମା କଲୋନୀରୁ ୭ ଚିକେନ୍ ଗୁନିଆ ପଜିଟିଭ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
May 22, 2025
in State
କୋରାପୁଟ ରଥଶର୍ମା କଲୋନୀରୁ ୭ ଚିକେନ୍ ଗୁନିଆ ପଜିଟିଭ ଚିହ୍ନଟ
69
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ରଥଶର୍ମା କଲୋନୀରେ ୭ ଜଣ ଚିକେନ ଗୁନିଆ ପଜିଟିଭ୍ ଚିହ୍ନଟ । ୧୪ ଜଣଙ୍କର ରକ୍ତ ନମୁନା ନେଇଥିଲା ସ୍ୱାସ୍ଥ୍ୟ ବିଭାଗ । ଯାହାମଧ୍ୟରୁ ୭ ଜଣଙ୍କର ପଜିଟିଭ୍ ବାହାରିଥିବା ନେଇ ସୂଚନା ଦେଇଛନ୍ତି ସିଡିଏମ୍ଓ । ସେହିପରି ଚିକେନ୍ ଗୁନିଆ ପଜିଟିଭ୍ ଚିହ୍ନଟ ପରେ ଆକ୍ସନ ମୋଡ଼କୁ ଆସିଛି ସ୍ୱାସ୍ଥ୍ୟ ବିଭାଗ । ରଥ ଶର୍ମା କଲୋନୀରେ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ପୌର ପରିଷଦ ପକ୍ଷରୁ ମଶାଧୁଆଁ ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି ।ବାକି ଯେଉଁମାନେ ପଜିଟିଭ୍ ବାହାରିଛନ୍ତି । ସେମାନଙ୍କ ସ୍ୱାସ୍ଥ୍ୟ ଉପରେ କଡ଼ା ନଜର ରଖାଯାଇଛି ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!