Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୭ ତାରିଖରେ ସୃଷ୍ଟି ହେବ ଏକ ଲଘୁଚାପ

by ସଞ୍ଜୟ ସ୍ୱାଇଁ
May 22, 2025
in State
୨୭ ତାରିଖରେ ସୃଷ୍ଟି ହେବ ଏକ ଲଘୁଚାପ
82
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତା ୨୭ ତାରିଖରେ ସୃଷ୍ଟି ହେବ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି ଲଘୁଚାପ ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ୨୬ ଓ ୨୭ ତାରିଖରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆଜି ଭୁବନେଶ୍ଵର ଓ ଏହାର ଆଖପାଖ ଅଞ୍ଚଳରେ ଝିପିଝିପି ବର୍ଷା ହୋଇଛି। ଆକାଶରେ ଘନ କଳା ହାଣ୍ଡିଆ ମେଘ ମଧ୍ୟାହ୍ନରେ ବି ସଂଧ୍ୟାର ଭ୍ରମ ସୃଷ୍ଟି କରିଥିଲା। ୨୭ ତାରିଖ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଏଥିପାଇଁ ଦକ୍ଷିଣ ଉପକୂଳ ଓଡିଶାର ୧୬ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ଼, ନୂଆପଡ଼ା ବଲାଙ୍ଗୀର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ଝଡି ପବନର ସମ୍ଭାବନା ରହିଛି ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!