Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଫ ସିରପ ଚୋରି, ଏଏସଆଇ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
May 23, 2025
in Crime, State
କଫ ସିରପ ଚୋରି, ଏଏସଆଇ ନିଲମ୍ବିତ
45
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): କଫ ସିରପ ଚୋରି ଅଭିଯୋଗରେ ଏଏସଆଇ ନିଲମ୍ବିତ। ସମ୍ବଲପୁର ଟାଉନ ଥାନା ଏଏସଆଇ ବିଦ୍ୟୁତ ପଣ୍ଡା ନିଲମ୍ବିତ ହୋଇଛନ୍ତି। ନିଲମ୍ବନ କରିଛନ୍ତି ସମ୍ବଲପୁର ଏସପି। ତାଙ୍କ ନିକଟରୁ ୨ ପେଟି କଫ ସିରପ ଜବତ ହୋଇଛି। ନୂତନ ଭାବେ ଏଏସଆଇକୁ ପଦୋନ୍ନତି ପାଇଥିଲେ ଏହି ଟାଉନ ଥାନା ଅଧିକାରୀ ଜଣଙ୍କ। ନିକଟରେ ଟାଉନ ପୋଲିସ ପ୍ରାୟ ୧୫ ହଜାର ନିଶା କଫ ସିରପ ଜବତ କରିଥିଲା। ସେହି କଫସିରଫ ସବୁ ଥାନା ମାଲଖାନାରେ ରଖାଯାଇଥିବା ବେଳେ ଏଏସଆଇ ବିଦ୍ୟୁତ ପଣ୍ଡା ଚଞ୍ଚକତା କରି ଦୁଇ ପେଟି କଫ ସିରଫ ଚୋରି କରିଥିଲେ। ପରବର୍ତ୍ତୀ ସମୟରେ ଅନ୍ୟ ଅଧିକାରୀ ମାନେ ଏହା ଜାଣିବାକୁ ପାଇଥିଲେ। ଏହି ଘଟଣା ସମ୍ବଲପୁର ଏସପି ଜାଣିବା ପରେ ବିଦ୍ୟୁତ ପଣ୍ଡାକୁ ନିଲମ୍ବିତ କରିବା ସହ ଦୁଇ ପେଟି କଫ ସିରଫ ଜବତ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!