Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
May 23, 2025
in NATIONAL NEWS
ଜମ୍ମୁ କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର
64
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ନନ୍ଦିଘୋଷ ବ୍ୟୁରୋ: ଜମ୍ମୁ-କାଶ୍ମୀର କିସ୍ତୱାଡରେ ସେନାର ଏନକାଉଣ୍ଟର। ୪ ଜଣ ଆତଙ୍କୀ ଲୁଚିଥିବା ସନ୍ଦେହରେ ଚାଲିଛି ସର୍ଚ୍ଚ ଅପରେସନ। ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଏନକାଉଣ୍ଟରସ୍ଥଳ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି ଜାମ୍ମୁ କାଶ୍ମୀର ଡିଜିପି। ଆତଙ୍କୀଙ୍କୁ ନିପାତ କରିବାକୁ ମିଳିତ ଯବାନଙ୍କ ପକ୍ଷରୁ ଚାଲିଛି ସର୍ଚ୍ଚ ଅପରେସନ। ଏଥିରେ ସେନାର ଯବାନଙ୍କ ସମେତ ସିଆରପିଏଫ ଓ ଏସଓଜିର ଯବାନ ସାମିଲ ହୋଇଛନ୍ତି। ସିଂହପୋରା-ଚାଟରୁ ଅଞ୍ଚଳ ପରିଦର୍ଶନ କରିଛନ୍ତି ଡିଜିପି। ଏଠାରେ ବଡ଼ ଆତଙ୍କବାଦ ବିରୋଧୀ ଅଭିଯାନ ଚାଲିଛି। ଆତଙ୍କୀ ଏହି ଅଂଚଳରେ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଆତଙ୍କବାଦୀମାନଙ୍କୁ ବାହାର କରିବା ପାଇଁ ଏକ ବଡ଼ କମ୍ବିଂ ଅପରେସନ୍ ଆରମ୍ଭ କରାଯାଇଛି। ଅପରେସନରେ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟ ସାମିଲ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!