Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲିଙ୍ଗରାଜ ମନ୍ଦିରକୁ କରାଗଲା ଶୁଦ୍ଧିକରଣ

by ସଞ୍ଜୟ ସ୍ୱାଇଁ
May 23, 2025
in State
ଲିଙ୍ଗରାଜ ମନ୍ଦିରକୁ କରାଗଲା ଶୁଦ୍ଧିକରଣ
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶ୍ରୀ ଲିଙ୍ଗରାଜ ମନ୍ଦିରରେ ବିଦେଶୀ ପର୍ଯ୍ୟଟକ । ରୋମରୁ ଆସିଥିବା ଜଣେ ପର୍ଯ୍ୟଟକ ଲିଙ୍ଗରାଜ ମନ୍ଦିର ଭିତରକୁ ପଶି ବୁଲୁଥିବା ବେଳେ କିଛି ସେବାୟତ ତାଙ୍କୁ ଧରିଥିଲେ। ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ ଥର ଲିଙ୍ଗରାଜ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ କରିବା ନଜିର ରହିଛି । ସୂଚନା ଅନୁସାରେ ଲିଙ୍ଗରାଜ ମନ୍ଦିର ଭିତରେ ଜଣେ ବିଦେଶୀ ନାଗରିକ ତଥା ଅଣହିନ୍ଦୁ ବୁଲୁଥିବା ସମୟରେ ତାଙ୍କର ଗତିବିଧିକୁ ସନ୍ଦେହ କରି କିଛି ସେବାୟତ ଓ ଲିଙ୍ଗରାଜ ମନ୍ଦିର ପୁଲିସ ପଚରାଉଚରା କରିଥିଲେ। ବ୍ୟକ୍ତି ଜଣକ ରୋମାନର ନାଗରିକ ଏବଂ ତାଙ୍କ ନା ଆଣ୍ଡ୍ରି ଖ୍ରୀଷ୍ଟିଆନ ବୋଲି ଜଣାପଡ଼ିଥିଲା।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!