Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୁକ୍ରବାର ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

by ସଞ୍ଜୟ ସ୍ୱାଇଁ
March 11, 2021
in Feature News
ଓଡ଼ିଶାରେ ମୌସୁମୀ ବାୟୁ, ବଙ୍ଗୋପସାଗରରେ ଲଘୁଚାପ
555
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଶୁକ୍ରବାର (୧୨ ମାର୍ଚ୍ଚ) ସକାଳ ୮ଟା ୩୦ରୁ ଶନିବାର (୧୩ ମାର୍ଚ୍ଚ) ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଏହି ୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ହେବାର ମଧ୍ୟ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ରାଜ୍ୟ ସରକାରଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ଆଇଏମ୍‌ଡି ପକ୍ଷରୁ ଏହି ସତର୍କ ସୂଚନା ମିଳିବା ପରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିସନର (ଏସ୍‌ଆରସି) ଆଜି ସନ୍ଧ୍ୟାରେ ଏହି ସାତଟି ଜିଲ୍ଲାପାଳଙ୍କୁ ଏକ ସ୍ୱତନ୍ତ୍ର ସୂଚନାରେ ଏ ସଂପର୍କରେ ଅବଗତ କରାଇଛନ୍ତି। ଏଥିସହ ଏହି ସମୟ ମଧ୍ୟରେ ହେବାକୁ ଥିବା କାଳବୈଶାଖୀରେ ଯେପରି କୌଣସି ଧନ ଜୀବନ ହାନୀ କିମ୍ବା କ୍ଷୟକ୍ଷତି ନ ହୁଏ ସେଥିପ୍ରତି ସଚେତନ ରହିବା ସହ ଆଗୁଆ ସତର୍କତାମୂଳକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!