Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀର ଗୁଳିରେ ଫରେଷ୍ଟ ଗାର୍ଡ ମୃତ

by ସଞ୍ଜୟ ସ୍ୱାଇଁ
May 24, 2025
in State
ପାଟ୍ରୋଲିଂ କରୁଥିବା ସମୟରେ  ଶିକାରୀର ଗୁଳିରେ ଫରେଷ୍ଟ ଗାର୍ଡ ମୃତ
73
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ। ଢେଙ୍କାନାଳ ହିନ୍ଦୋଳ ରେଞ୍ଜରେ ଘଟିଛି ଏ ଅଘଟଣ। ବିଳମ୍ବିତ ରାତିରେ ଏଭଳି ଘଟିଥିବା ସୂଚନା ମିଳିଛି। ମୃତକ ହେଲେ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନ। ସୂଚନା ଅନୁଯାୟୀ, ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀ ଗୁଳିମାଡ଼ କରିଥିଲେ। ମୋଟ ୧୩ ଜଣ ବନବିଭାଗର କର୍ମୀ ପାଟ୍ରୋଲିଂ କରୁଥିଲେ। ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା। ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫରେଷ୍ଟ ଗାର୍ଡଙ୍କୁ ଗୁଳିମାଡ଼ ପରେ ପାଟ୍ରୋଲିଂ କରୁଥିବା ଅନ୍ୟ କର୍ମଚାରୀମାନେ ତୁରନ୍ତ ୪ ଶିକାରୀଙ୍କୁ କାବୁ କରିଥିଲେ। ସୂଚନା ଅନୁଯାୟୀ, ଅନ୍ୟ କିଛି ଶିକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।ଶିକାରୀଙ୍କ ପାଖରୁ କିଛି ବନ୍ଧୁକ ଜବତ କରାଯିବା ସହ ସେମାନଙ୍କୁ ଅଧିକ ଜେରା କରାଯାଉଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!