Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଣିନାଗ ପୀଠରେ ଷୋଡଶ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

by ସଞ୍ଜୟ ସ୍ୱାଇଁ
March 11, 2021
in Nayagarh
ମଣିନାଗ ପୀଠରେ ଷୋଡଶ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ
198
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ଆଜି ଠାରୁ ରଣପୁର ଅଧିଷ୍ଠାତ୍ରୀ ଦେବୀ ଉପର ମଣିନାଗ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ହୋଇଛି । ଏହି ଯଜ୍ଞ ଆସନ୍ତା ୧୪ ତାରିଖ ପର୍ୟ୍ୟନ୍ତ ଚାଲୁ ରହିବ ବୋଲି ମଣିନାଗ ଯଜ୍ଞ କମିଟି ତରଫରୁ ସୂଚନା ମିଳିଛି । କାର୍ୟ୍ୟସୂଚୀ ଅନୁଯାୟୀ ଚଳିତ ମାସ ୧୧ ତାରିଖରେ ଅଙ୍କୁରୋପଣ ଓ କଳସ ଯାତ୍ରା ଅନୁଷ୍ଠିତ ହୋଇଛି । ୧୨ ତାରିଖରେ ଯଜ୍ଞ ଆରମ୍ଭ, ୧୩ ତାରିଖରେ ମହାଶକ୍ତି ଯଜ୍ଞ ଆରମ୍ଭ, ୧୪ ତାରିଖରେ ପୂର୍ଣ୍ଣାହୁତି ଅନୁଷ୍ଠିତ ହେବାର କାର୍ୟ୍ୟସୂଚୀ ରହିଛି । ଏଥିରେ ଅଧ୍ୟାପକ ଗୋଦାବରୀଶ ଶତପଥୀ ମୁଖ୍ୟ ପରାମର୍ଶ ଅଟନ୍ତି । ଭକ୍ତ ମାନେ ରଣପୁର ବଧି ପୁଷ୍କରିଣୀରୁ କଳସ ବୁଡାଇ ଜଳ ପୂର୍ଣ୍ଣ କଳସକୁ ମୁଣ୍ଡରେ ମୁଣ୍ଡାଇ କଳସ ଯାତ୍ରାରେ ଚାଲି ଚାଲି ଉପର ମଣିନାଗ ପୀଠରେ ପହଂଚିଥିଲେ । ଯଜ୍ଞ କମିଟିର ସଦସ୍ୟମାନେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ କୋଭିଡ଼ କଟକଣା ନିୟମ ପାଳନ ଉପରେ ଗୁରୁତ୍ୱ ଦେଇ ଯଜ୍ଞ କାର୍ୟ୍ୟ ଚାଲୁ ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!