Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦିନିଆ ଓଡିଶା ଗସ୍ତରେ ASI ମହାନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
May 24, 2025
in State
ଦୁଇ ଦିନିଆ ଓଡିଶା ଗସ୍ତରେ ASI ମହାନିର୍ଦ୍ଦେଶକ
27
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଦୁଇ ଦିନିଆ ଓଡିଶା ଗସ୍ତରେ ASI ମହାନିର୍ଦ୍ଦେଶକ ଯଦୁବୀର ସିଂ ରାୱତ। କୋଣାର୍କରେ ପହଞ୍ଚି ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବା ସହିତ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କାଢ଼ିବା ସମ୍ପର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେମାନଙ୍କ ସହିତ ପୁରୀ ସର୍କଲ ଅଧିକାରୀ ସମେତ ୧୫ ଜଣିଆ ବିଶେଷଜ୍ଞ ଟିମ ସାମିଲ ହୋଇଛନ୍ତି । ଖୁବଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କଢ଼ାଯିବା ନେଇ ସୂଚନା ଦେଇଛନ୍ତି ASI DG। କିନ୍ତୁ ବାଲି କାଢ଼ିବା ପାଇଁ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବା ବେଳେ ପ୍ଲାଟଫର୍ମ ନିର୍ମାଣ ପରେ ମନ୍ଦିର ପଶ୍ଚିମ ଦ୍ୱାର ଦ୍ୱିତୀୟ ପିଢ଼ିରେ ମନ୍ଦିର ଗର୍ଭ ଗୃହକୁ ପ୍ରବେଶ ପାଇଁ ୪ରୁ ୫ଫୁଟର ଏକ ଗର୍ତ୍ତ ଖୋଳାଯିବ। ଯେଉଁ ବାଟରେ ଗର୍ଭ ଗୃହରୁ ବାଲି ସୁରକ୍ଷିତ ଭାବେ କଢ଼ାଯିବ। ଏଥିପାଇଁ ୩ ବର୍ଷ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । ହେଲେ ଏହା ମଧ୍ୟରେ ୨ବର୍ଷରୁ ଅଧିକ ସମୟ ବିତିଯାଇଥିବା ASI ଡିଜି ଯଦୁବୀର ସିଂ ରାୱତ କହିଛନ୍ତି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!