Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିଗିରିଆରେ ବଢିଚାଲିଛି ଖଣି ମାଫିଆଙ୍କ ରାଜ୍

by ସଞ୍ଜୟ ସ୍ୱାଇଁ
May 24, 2025
in State
ତିଗିରିଆରେ ବଢିଚାଲିଛି ଖଣି ମାଫିଆଙ୍କ ରାଜ୍
34
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ ତିଗିରିଆ ଅଞ୍ଚଳରେ ଖଣି ମାଫିଆଙ୍କ ରାଜ୍ । ରାଜ୍ୟ ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ୱକୁ ଦିନ ରାତି ଲୁଟୁଛନ୍ତି ମାଫିଆ । ଯାହାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକ ଜିଲ୍ଲା ତିଗିରିଆ ତହସିଲ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି । ଖବର ଅନୁଯାୟୀ, କଟକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନ ହେବ ବେଆଇନ୍ ଭାବେ ଖଣି ଖନନ ଚାଲିିଥିଲା । ଯାହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ତିଗିରିଆ ତହସିଲ ଅଞ୍ଚଳର ପ୍ରାୟ ୧୬ଟି ସ୍ଥାନରେ ଚଢାଉ ହୋଇଛି । ସେଥିମଧ୍ୟରୁ ୪ ଗୋଟି କ୍ରସର ଆଇନଗତ ଭାବେ ଚାଲୁ ରହିଥିବା ବେଳେ ଆଉ ୪ଟି କ୍ରସର ବନ୍ଦ ହୋଇଛି । ବାକି ୮ଟି କ୍ରସର ପୁରା ବେଆଇନ୍ ଭାବେ ଚାଲୁଥିବାର ଜଣାପଡିଛି। ତେବେ ଏହି ସବୁ କ୍ରସର ଗୁଡ଼ିକରେ ସମସ୍ତ ଯନ୍ତ୍ରାଂଶ, ସରଞ୍ଜାମ ଏବଂ ବ୍ୟବହୃତ ଗାଡ଼ିକୁ ଜବତ କରିଛି ପ୍ରଶାସନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!