Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁମୁର୍ଷୁ ଅବସ୍ଥାରେ ଯୁବକ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 24, 2025
in Nayagarh, State
ମୁମୁର୍ଷୁ ଅବସ୍ଥାରେ ଯୁବକ ଉଦ୍ଧାର
423
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଏବଂ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରାଙ୍କ ମିଳିତ ଉଦ୍ୟମରେ କିଛି ସ୍ୱେଚ୍ଛାସେବୀଙ୍କ ସହାୟତାରେ ଉଲଗ୍ନ ଏବଂ ମୁମୁର୍ଷୁ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାରକରି ନୟାଗଡ଼ ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ଭର୍ତି କରାଯାଇଛି । ପ୍ରକାଶ ଥାଉକି ଜିଲ୍ଲା ଦୌରାଜଜ୍ ଆନନ୍ଦ ନାରାୟଣ ମହାରଣାଙ୍କ ଗାଡ଼ି ଡ୍ରାଇଭର ସୁଶାନ୍ତ କୁମାର ପଟ୍ଟନାୟକ (ସିତୁ) ଏବଂ ରେଡ୍‌କ୍ରସର ସଦସ୍ୟ ବିଭୂତି ପଟ୍ଟନାୟକ ଓ ତାଙ୍କ ସହଯୋଗୀ ଉଲଗ୍ନ ଏବଂ ମୁମୁର୍ଷୁ ଅବସ୍ଥାରେ ଯୁବକ ଜଣକ ପଡ଼ିଥିବାର ଦେଖି ରାତ୍ର ୮ଟା ୩୦ମିନିଟ୍ ସମୟରେ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ସଚିବ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ଅଧିକାର ମିତ୍ର ଏବଂ କର୍ମଚାରୀଦ୍ୱୟଙ୍କୁ ଦାୟିତ୍ୱ ଦେଇଥିଲେ । ତାପରେ ଉଦ୍ଧାର କାର୍ଯ୍ୟକ୍ରମ ଆରମ୍ଭ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ଭର୍ତି କରାଯାଇଥିଲା । ଜିଲ୍ଲା ଆଇନସେବା ପ୍ରାଧିକରଣର ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!