Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନ ସେବା ପ୍ରାଧିକରଣ ସଚିବଙ୍କ ଆଶ୍ରୟସ୍ଥଳୀ ପରିଦର୍ଶନ

by ସଞ୍ଜୟ ସ୍ୱାଇଁ
May 24, 2025
in Nayagarh, State
ଆଇନ ସେବା ପ୍ରାଧିକରଣ ସଚିବଙ୍କ ଆଶ୍ରୟସ୍ଥଳୀ ପରିଦର୍ଶନ
150
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡ ନୟାଗଡ଼ ତ୍ରିନାଥଛକ ଠାରେ ଅବସ୍ଥାପିତ ଆଶ୍ରୟ ସ୍ଥଳୀକୁ ଅଚାନକ ପରିଦର୍ଶନରେ ଯାଇ ଅନ୍ତେବାସୀ ଏବଂ ମ୍ୟାନେଜର ବର୍ଷାରାଣୀ ନେପକଙ୍କୁ ଭେଟି ଆଶ୍ରୟସ୍ଥଳୀର ଭଲମନ୍ଦ ବିଷୟରେ ପଚାରି ବୁଝିଥିଲେ । ସଚିବ ଆଶ୍ରୟସ୍ଥଳୀର ମ୍ୟାନେଜରଙ୍କୁ ପରିବେଶ ସ୍ୱଚ୍ଛତା ରଖିବାକୁ ତାଗିଦ୍ କରିଥିଲେ । ସେହିଭଳି ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମକୁ ଅଚାନକ ଗସ୍ତକରି ଅନ୍ତେବାସୀଙ୍କୁ ଭେଟି ସେମାନଙ୍କର ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଥିଲେ ଏବଂ ବୃଦ୍ଧାଶ୍ରମର କର୍ମଚାରୀମାନଙ୍କୁ ପରିବେଶକୁ ସ୍ୱଚ୍ଛ ରଖିବାପାଇଁ ପରାମର୍ଶ ଦେଇଥିଲେ । ସଚିବଙ୍କ ଏହି ଗସ୍ତ ସମୟରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ସାମିଲ ଥିଲେ । ସଚିବଙ୍କର ଏପରି ଅଚାନକ ଗସ୍ତକୁ ଜିଲାର ସମସ୍ତ ମହଲରେ ପ୍ରଶଂସା କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!