Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଇ ୩୦ ରେ ଭଞ୍ଜପୀଠରେ ଭଞ୍ଜଜୟନ୍ତୀ

by ସଞ୍ଜୟ ସ୍ୱାଇଁ
May 24, 2025
in Nayagarh, State
ମଇ ୩୦ ରେ ଭଞ୍ଜପୀଠରେ ଭଞ୍ଜଜୟନ୍ତୀ
86
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅର୍ଦ୍ଧ ଶତାବ୍ଦୀରୁ ଉର୍ଦ୍ଧ୍ବକାଳ ଧରି ଭଞ୍ଜଜୟନ୍ତୀ ଉତ୍ସବ ପାଳିତ ହୋଇଆସୁଥିବା କବିସମ୍ରାଟଙ୍କ ସାଧନା ପୀଠ ନୟାଗଡ଼ର ମାଳିସାହି ଠାରେ ଆସନ୍ତା ମଇ ୩୦ ତାରିଖ ସନ୍ଧ୍ୟାରେ ଚଳିତବର୍ଷର ସାମ୍ବତ୍ସରିକ ଉତ୍ସବ ପାଳନ କରାଯିବ ବୋଲି ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସଂସ୍କୃତି ପରିଷଦର କାର୍ଯ୍ୟନିର୍ବାହୀ କମିଟି ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ନିଷ୍ପତ୍ତି ଗ୍ରହଣ କରିଛି । ଏହି ଉତ୍ସବରେ ପାରମ୍ପରିକ ଭାବେ ସମ୍ବର୍ଦ୍ଧନା କ୍ରମେ ଓଡ଼ିଆ ଭାଷା ସାହିତ୍ୟର କୃତବିଦ୍ୟ ସାଧକ ତଥା ଜନ୍ମମାଟି ମାଳିସାହିର ଗୌରବ ଡ.ପ୍ରେମାନନ୍ଦ ମହାପାତ୍ର, ପ୍ରଖ୍ୟାତ କଣ୍ଠଶିଳ୍ପୀ ନବକିଶୋର ମିଶ୍ର ଓ ବିଶିଷ୍ଟ ସମାଜସେବୀ ତଥା ସାରସ୍ବତ ସଂଗଠକ ପ୍ରମୋଦ ପଟ୍ଟନାୟକଙ୍କୁ ସ୍ଵତନ୍ତ୍ର ସମ୍ମାନରେ ସମ୍ମାନିତ କରିବାକୁ ସ୍ଥିର କରାଯାଇଛି । ଏହି ଉତ୍ସବରେ ଯୋଗଦେବାପାଇଁ କମିଟିର ସଂପାଦକ ବିଶ୍ଵନାଥ ମହାପାତ୍ର ସାହିତ୍ୟପ୍ରେମୀ ମାନଙ୍କୁ ଅନୁରୋଧ ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!