Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋବାରେ ରାସ୍ତା ନିର୍ମାଣରେ ମହାଦୁର୍ନୀତି

by ସଞ୍ଜୟ ସ୍ୱାଇଁ
May 24, 2025
in Feature News
ଗୋବାରେ ରାସ୍ତା ନିର୍ମାଣରେ ମହାଦୁର୍ନୀତି
24
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ହାତ ମାରିଦେଲେ ବାହାରି ଯାଉଛି ଚିପ୍ସ । ଖୋଳପା ଭଳି ରାସ୍ତାରୁ ଉଠିଯାଉଛି ଫଡ଼ାଫଡ଼ା ପିଚୁ । ଏ ହେଉଛି ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ମାଧପୁର ପଞ୍ଚାୟତ ଗୋବା ଗାଁରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମିତ ରାସ୍ତା ଅବସ୍ଥା । ଦୁର୍ନୀତିକୁ ବିରୋଧ କଲେ ଗ୍ରାମବାସୀଙ୍କୁ ମିଳୁଛି ଧମକ । ନିର୍ମାଣ କାମକୁ ୫ ଦିନ ନପୁରୁଣୁ ରାସ୍ତା ଅବସ୍ଥା ଶୋଚନୀୟ। ଅସାଧୁ ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ରାସ୍ତା ନିର୍ମାଣରେ ଦୁର୍ନୀତି ଜଳ ଜଳ ଦିଶୁଛି । ଅନେକ ସମୟରେ ରାସ୍ତାରେ ଗାଡ଼ି ଚକ ଖସି ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଅଭିଯୋଗ କରିଛନ୍ତି ଲୋକେ । ଦୀର୍ଘଦିନର ଦାବି ପରେ ନିର୍ମାଣ ହେଲା ପିଚୁ ରାସ୍ତା । କାମ ଆରମ୍ଭରୁ ଠିକାଦାରଙ୍କ ମନମାନି ଓ ନିମ୍ନ ମାନର କାମକୁ ନେଇ ବାରମ୍ବାର ଯନ୍ତ୍ରୀଙ୍କୁ ଅବଗତ କରାଯାଇଥିଲେ ବି କିଛି ଫରକ ପଡ଼ିନି । ଠିକାଦାର ସରକାରୀ ଅର୍ଥ ହଡ଼ପ କରିଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ପକେଟ ଗରମ ହେଉଥିବା ଲୋକେ ଅଭିଯୋଗ କରିଛନ୍ତି । ରାସ୍ତାର ଉଭୟ ପାର୍ଶ୍ଵରେ ଗାର୍ଡ ୱାଲ ନିର୍ମାଣ କରାଯାଇନଥିବାରୁ ସାମାନ୍ୟ ବର୍ଷାରେ ରାସ୍ତା ଧୋଇଯିବା ସମ୍ଭାବନା ରହିଛି। ନିମ୍ନ ମାନର ରାସ୍ତା କାମ ହେଉଛି । କିନ୍ତୁ ବିଭାଗୀୟ ଅଧିକାରୀ ନିୟମିତ ତଦାରଖ କରୁନାହାନ୍ତି । ଯାହାଯୋଗୁ ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!