Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁର ବ୍ଲକ ବିଜେଡି ସଭାପତି ହେଲେ ସଚିକାନ୍ତ

by ସଞ୍ଜୟ ସ୍ୱାଇଁ
May 24, 2025
in Nayagarh, State
ରଣପୁର ବ୍ଲକ ବିଜେଡି ସଭାପତି ହେଲେ ସଚିକାନ୍ତ
606
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ବିଜେଡିର ସାଙ୍ଗଠନିକ କାର୍ଯ୍ୟକ୍ରମ ଜଡି ରହିଛି । ନୟାଗଡ଼ ଜିଲ୍ଲାର ୭ ଗୋଟି ବ୍ଲକର ବିଜେଡି ସଭାପତିଙ୍କର ନାମ ପୂର୍ବରୁ ଘୋଷଣା କରାଯାଇଛି । ଆଜି ରଣପୁର ବ୍ଲକର ବିଜେଡି ସଭାପତି ଭାବେ ସଚିକାନ୍ତ ଷଡ଼ଙ୍ଗୀଙ୍କୁ ମନୋନୀତ କରାଯାଇଛି । ସଚିକାନ୍ତ ପୂର୍ବରୁ ରାଜସୁନାଖଳା ପଞ୍ଚାୟତର ସରପଞ୍ଚ ଭାବେ କାର୍ଯ୍ୟ ତୁଲାଇଥିଲେ । ଏ ନେି ଆଜି ଦଳ ପକ୍ଷରୁ ବିଜେଡି ନେତା ଗଙ୍ଗାଧର ପଣ୍ଡା ସୁଚନା ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!